ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପଠାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପଠାଇବା   କ୍ରିୟାପଦ

ଅର୍ଥ : କାହାରିକୁ ପଠାଇବାପାଇଁ ପ୍ରବୃତ୍ତ କରିବା

ଉଦାହରଣ : ମାଆ ଛାତ୍ରାବାସରେ ରହୁଥିବା ଝିଅ ପାଖକୁ ମୁନ୍ସୀଙ୍କ ହାତରେ ଟଙ୍କା ପଠାଇଲେ

ସମକକ୍ଷ : ପ୍ରେରଣ କରିବା

किसी को भेजने में प्रवृत्त करना।

माँ ने छात्रावास में रह रही बेटी के पास मुंशीजी से पैसे भिजवाये।
चलाना, पहुँचवाना, भिजवाना, भिजाना, भेजवाना

ଅର୍ଥ : କୌଣସି ବସ୍ତୁ, ବ୍ୟକ୍ତିଆଦିକୁ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ପଠେଇବା

ଉଦାହରଣ : ରାମ ଅଙ୍ଗଦକୁ ଦୂତ ଭାବରେ ରାବଣ ପାଖକୁ ପଠାଇଥିଲେ ମୁଁ ଏକ ପତ୍ର ପଠାଇଛି

कोई वस्तु, व्यक्ति आदि को एक स्थान से दूसरे स्थान के लिए रवाना करना या बात आदि किसी के माध्यम से पहुँचवाना या कहलवाना।

राम ने दूत के रूप में अंगद को रावण के पास भेजा।
मैंने एक पत्र भेजा है।
पठाना, भेजना, रवाना करना

Transport commercially.

send, ship, transport