ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପଥର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପଥର   ବିଶେଷ୍ୟ

ଅର୍ଥ : ପୃଥିବୀର ସ୍ତରମାନଙ୍କ ମଧ୍ୟରେ ସେ କଠୋର ପିଣ୍ଡ ବା ଖଣ୍ଡ ଯାହା ଚୂନ, ବାଲିଆଦି ଜମିବା ଫଳରେ ତିଆରି ହୋଇଥାଏ

ଉଦାହରଣ : ମୂର୍ତ୍ତିକାର ପଥରର ମୂର୍ତ୍ତି ତିଆରି କରୁଛନ୍ତି

ସମକକ୍ଷ : ପାଷାଣ, ପ୍ରସ୍ତର, ଶିଳା

पृथ्वी के स्तर का वह कठोर पिंड या खंड जो चूने, बालू आदि के जमने से बना होता है।

मूर्तिकार पत्थर की मूर्ति बना रहा है।
अद्रि, अश्म, पखान, पत्थर, पाथर, पाषाण, पाहन, प्रस्तर, शिला, संग

A lump or mass of hard consolidated mineral matter.

He threw a rock at me.
rock, stone

ଅର୍ଥ : ଗୃହନିର୍ମାଣ ସାମଗ୍ରୀ ରୂପେ ବ୍ୟବହୃତ ହେଉଥିବା ଯେଉଁ ନିର୍ଦ୍ଦିଷ୍ଟ ଆକାରର ଶିଳାଖଣ୍ଡ କୌଣସି ବିଶେଷ ଉଦ୍ଦେଶ୍ୟରେ ତିଆରି ହୋଇଥାଏ

ଉଦାହରଣ : ଏହି ଭବନର କାନ୍ଥଗୁଡ଼ିକ ଶଙ୍ଖ ମଲମଲ ପଥରରେ ତିଆରି ହୋଇଛି

ସମକକ୍ଷ : ଶିଳାଖଣ୍ଡ

* भवन सामग्री आदि के रूप में उपयोग होने वाला वह निश्चित आकार का शिला-खण्ड जो किसी विशेष उद्देश्य से बनाया गया होता है।

इस भवन की दीवारें संगमरमर के पत्थर से बनी हैं।
पत्थर, शिला-खंड, शिला-खण्ड, शिलाखंड, शिलाखण्ड

Building material consisting of a piece of rock hewn in a definite shape for a special purpose.

He wanted a special stone to mark the site.
stone