ଅର୍ଥ : କାହାରିକୁ କୌଣସି ବିଶେଷ ଭଲ କାମ କରିଥିବାରୁ ପ୍ରମାଣ ଏବଂ ପୁରସ୍କାର ରୂପରେ ଅଥବା ସମ୍ମାନିତ କରିବା ନିମନ୍ତେ ଦିଆଯାଉଥିବା ଏକ ଛୋଟ ବସ୍ତୁ
ଉଦାହରଣ :
ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ହୋଇଥିବାରୁ ତାକୁ ସୁନାର ପଦକ ମିଳିଲା
ସମକକ୍ଷ : ମେଡ଼ାଲ୍
ଅର୍ଥ : ଛୋଟ ଆକାରର ମୂର୍ତ୍ତି
ଉଦାହରଣ :
ସେ ନିଜ ଗଳାରେ ଏକ ହନୁମାନ ପଦକ ପିନ୍ଧିଛି
ଅର୍ଥ : ପିଲାମାନେ ପିନ୍ଧୁଥିବା ଏକ ପ୍ରକାର ଆଭୂଷଣ
ଉଦାହରଣ :
ପିଲାମାନଙ୍କ କଣ୍ଠରେ ପଦକ ପିନ୍ଧାଯାଏ
ଅର୍ଥ : ବେକରେ ପିନ୍ଧାଯାଉଥିବା ଯେଉଁ ଗହଣାରେ କୌଣସି ଦେବତାଙ୍କ ଚରଣ ଅଙ୍କନ ହୋଇଥାଏ
ଉଦାହରଣ :
ଏହି ପଦକରେ ପ୍ରଭୁ ଗଣେଶଙ୍କ ଚରଣ ଅଙ୍କିତ ହୋଇଛି