ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରମ୍ପରା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରମ୍ପରା   ବିଶେଷ୍ୟ

ଅର୍ଥ : ଅନେକଦିନରୁ ଚଳିଆସୁଥିବା କିଛି ପରମ୍ପରା, ରୀତି ବା ବିଧି ଆଦି ପ୍ରସଙ୍ଗଗୁଡିକ ମଧ୍ୟରେ କେତୋଟି ପ୍ରତିଷ୍ଠା ବା ମର୍ଯ୍ୟଦା ସୂଚକ ହୋଇଥିବାବେଳେ ଅନ୍ୟ କେତୋଟିର ପ୍ରସଙ୍ଗଗୁଡିକୁ ବର୍ଜନୀୟ ତଥା ନିନ୍ଦନୀୟ ରୂପେ ଗ୍ରହଣ କରାଯାଏ

ଉଦାହରଣ : କେହିତ ଜଣେ ଅଛି ଯେ ନିୟମରୁ ଅପସରି ଚିନ୍ତା କରେ

ସମକକ୍ଷ : ଚଳଣି, ଧାରା, ନିୟମ, ଶୃଙ୍ଖଳା

आचरण या लोक-व्यवहार के क्षेत्र में बहुत दिनों से चली आई हुई कोई परम्परा, रीति या विधि जो कुछ प्रसंगों में तो प्रतिष्ठा या मर्यादा का सूचक होती है और कुछ प्रसंगों में त्याज्य तथा निंदनीय भी मानी जाती है।

कोई तो है जो लीक से हटकर सोचता है।
लीक

A specific practice of long standing.

custom, tradition

ଅର୍ଥ : ବହୁତ ଦିନରୁ ପ୍ରାୟତଃ ଗୋଟିଏ ରୂପରେ ଚାଲିଆସୁଥିବା ବିଚାର, ପ୍ରଥା ବା କ୍ରମ

ଉଦାହରଣ : ସବୁ ସମାଜର ବୈବାହିକ ପରମ୍ପରା ଭିନ୍ନ

ସମକକ୍ଷ : ଚଳଣି, ନିୟମ, ପ୍ରଥା, ରୀତି, ରୀତି-ନୀତି

A specific practice of long standing.

custom, tradition