ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରିତ୍ୟାଗ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରିତ୍ୟାଗ କରିବା   କ୍ରିୟାପଦ

ଅର୍ଥ : ନିଜର ଅଧିକାର, ପ୍ରଭୁତ୍ୱ ଅବା ସ୍ୱାମୀତ୍ୱ ଛଡ଼ାଇ ନେବା କିମ୍ବା ଅଧିକାର, ପ୍ରଭୁତ୍ୱଆଦିରୁ ଦୂରେଇ ଯିବା

ଉଦାହରଣ : ରାଜା ରାଜସିଂହାସନକୁ ପରିତ୍ୟାଗ କଲେ ମିଥ୍ୟା ଆରୋପ ଲାଗିବାରୁ ସଂଚାଳକ ନିଜ ପଦରୁ ଦୂରେଇ ଗଲେ

ସମକକ୍ଷ : ଛାଡ଼ିଦେବା, ଦୂରେଇଯିବା, ହଟିଯିବା

अपना अधिकार, प्रभुत्व या स्वामित्व हटा लेना या अधिकार, प्रभुत्व आदि से हट जाना।

राजा ने राज गद्दी का परित्याग किया।
मिथ्या आरोप लगते ही संचालक महोदय अपने पद से हट गए।
उग्रहना, छोड़ देना, छोड़ना, तजना, त्याग करना, त्यागना, परित्याग करना, परित्यागना, हटना