ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରିଧାନ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରିଧାନ କରିବା   କ୍ରିୟାପଦ

ଅର୍ଥ : ବସ୍ତ୍ର, ଆଭୂଷଣଆଦି ଶରୀରରେ ଧାରଣ କରିବା

ଉଦାହରଣ : ସେ ଗାଧୋଇସାରି ଭଲ ପୋଷାକ ପିନ୍ଧିଲେ

ସମକକ୍ଷ : ଧାରଣ କରିବା, ପିନ୍ଧିବା

वस्त्र, आभूषण आदि शरीर पर धारण करना।

उसने नहा-धोकर अच्छे कपड़े पहने।
अवधारना, डालना, धारण करना, पहनना

Be dressed in.

She was wearing yellow that day.
have on, wear