ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରିବାର ବର୍ଗ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରିବାର ବର୍ଗ   ବିଶେଷ୍ୟ

ଅର୍ଥ : ପ୍ରାଥମିକ ସାମାଜିକ ବର୍ଗ ଯେଉଁଥିରେ ମାଆ-ବାପା ଏବଂ ସେମାନଙ୍କ ପିଲାମାନେ ସାମିଲ ଥାନ୍ତି

ଉଦାହରଣ : ଚାକିରି ମିଳିଲା ମାତ୍ରେ ସେ ନିଜ ବାପା-ମାଆଙ୍କୁ ଭୁଲି କେବଳ ନିଜ ପରିବାର ପ୍ରତି ଧ୍ୟାନ ଦେବାକୁ ଲାଗିଲାକୃଷକ ଜଣକ ନିଜ ପୁଅମାନଙ୍କୁ ନିଜନିଜ ପରିବାରର ଭାର ସମ୍ଭାଳିବାକୁ କହିଲେ

ସମକକ୍ଷ : ପରିବାର

प्राथमिक सामाजिक वर्ग जिसमें माता-पिता और उनके बच्चे शामिल हैं।

नौकरी मिलते ही वह अपने माता-पिता को भूलकर केवल अपने परिवार पर ध्यान देने लगा।
किसान ने अपने बेटों से अपने-अपने परिवार की जिम्मेदारी उठाने को कहा।
परिवार, फैमली, फैमिली