ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରିଷ୍କାର କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରିଷ୍କାର କରିବା   କ୍ରିୟାପଦ

ଅର୍ଥ : ସଫାସୁତୁରା କରିବା

ଉଦାହରଣ : ପାଣିରେ ଫିଟିକିରି ପକାଇ ତାକୁ ପରିଷ୍କାର କରାଯାଏ

ସମକକ୍ଷ : ନିର୍ମଳ କରିବା, ସଫା କରିବା, ସ୍ୱଚ୍ଛ କରିବା

साफ़ करना।

पानी में फिटकरी डालकर उसे फरियाते हैं।
फरियाना

Clear from impurities, blemishes, pollution, etc..

Clear the water before it can be drunk.
clear

ଅର୍ଥ : ପାଣି ବା କୌଣସି ତରଳ ପଦାର୍ଥ ସହାୟତାରେ କୌଣସି ବସ୍ତୁ ଉପରୁ ମଇଳା ଆଦି ଛଡ଼େଇବା

ଉଦାହରଣ : ଶ୍ୟାମା ମହାତ୍ମାଙ୍କ ଗୋଡ଼ ଧୋଉଛି ସନ୍ଥଜୀ ହାତଗୋଡ଼ ଧୋଉଛନ୍ତିଏହି ଯନ୍ତ୍ରାଂଶକୁ କିରାସିନିରେ ଧୁଅ

ସମକକ୍ଷ : ଧୋଇବା, ସଫାକରିବା

पानी या किसी तरल पदार्थ की सहायता से किसी वस्तु पर से मैल, गर्द आदि हटाना।

श्यामा महात्माजी के पैरों को धो रही है।
संतजी हाथ-पैर धो रहे हैं।
इस पुर्जे को मिट्टी के तेल में धोओ।
धोना, पखारना

Cleanse with a cleaning agent, such as soap, and water.

Wash the towels, please!.
launder, wash