ଅର୍ଥ : କୌଣସି ବସ୍ତୁ, ବ୍ୟକ୍ତିଆଦିର କାମକରିବାରେ ଯୋଗ୍ୟତା ଅଛି କି ନାହିଁ ଜାଣିବାପାଇଁ ପରୀକ୍ଷା କରିବା
ଉଦାହରଣ :
ଏହି ଛୋଟ କାମ୍ ଜରିଆରେ ମୁଁ ତାକୁ ପରୀକ୍ଷା କରୁଛି କି ସେ ମୋ କାମପାଇଁ ଯୋଗ୍ୟ କି ନୁହେଁ
ସମକକ୍ଷ : ଅବଲୋକନ କରିବା, ଦେଖିବା, ପରଖିବା, ପରୀକ୍ଷା କରିବା
ଅର୍ଥ : ଯୋଗ୍ୟତା, ବେଶେଷତା, ସାମର୍ଥ୍ୟ, ଗୁଣଆଦି ଜାଣିବାପାଇଁ ଶୋଧ ସମ୍ବନ୍ଧୀୟ କାମ କରିବା ବା କିଛି ବିଶେଷ କାମ କରିବା
ଉଦାହରଣ :
ବଣିଆ ସୁନାର ଶୁଦ୍ଧତା ପରୀକ୍ଷା କରେ
ସମକକ୍ଷ : ଜାଞ୍ଚ କରିବା, ପରୀକ୍ଷା କରିବା