ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରୀକ୍ଷା କରାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରୀକ୍ଷା କରାଇବା   କ୍ରିୟାପଦ

ଅର୍ଥ : ପରଖିବା ବା ଜାଞ୍ଚ କରିବାର କାମ ଅନ୍ୟ କାହାଦ୍ୱାରା କରାଇବା

ଉଦାହରଣ : ଆମେ ସୁନାଗହଣାର ଶୁଦ୍ଧତା ବଣିଆଦ୍ୱାରା ପରୀକ୍ଷା କରାଉ

ସମକକ୍ଷ : ଜାଞ୍ଚ କରାଇବା

परखने या जाँचने का काम दूसरे से कराना।

हम सोने के गहनों की शुद्धता सुनार से परखवाते हैं।
परखवाना, परखाना

ଅର୍ଥ : ଅନ୍ୟ କାହାଦ୍ୱାରା ମୂଲ୍ୟାୟନ କରାଇବା

ଉଦାହରଣ : ଯନ୍ତ୍ରଣାରେ ପୀଡ଼ିତ ଜେଜେମା ତାଙ୍କ ଆଣ୍ଠୁ ପରୀକ୍ଷା କରେଇଲେ

ସମକକ୍ଷ : ଯାଞ୍ଚ କରାଇବା

अँकाने का काम दूसरे से कराना।

दर्द से पीड़ित दादी ने अपने घुटनों को अँकवाया।
अँकवाना, अँकाना

ଅର୍ଥ : କାହାରିକୁ ଉତ୍ତୀର୍ଣ୍ଣ ବା ଅନୁତ୍ତୀର୍ଣ୍ଣ କରିବା ନିମନ୍ତେ ତାର ଯୋଗ୍ୟତା ବା ଜ୍ଞାନକୁ ପରଖିବାପାଇଁ ତାକୁ ପ୍ରଶ୍ନ ପଚାରିବା

ଉଦାହରଣ : ଅଧ୍ୟାପକ ଗଣିତ ପରୀକ୍ଷା କରାଉଛନ୍ତି

ସମକକ୍ଷ : ପରୀକ୍ଷା ନେବା

किसी की योग्यता या ज्ञान को परखने के लिए उससे प्रश्न पूछना जिसके आधार पर उसको उत्तीर्ण या अनुत्तीर्ण किया जा सके।

अध्यापक गणित की परीक्षा ले रहे हैं।
इम्तहान लेना, इम्तिहान लेना, परीक्षा लेना

Examine someone's knowledge of something.

The teacher tests us every week.
We got quizzed on French irregular verbs.
quiz, test

ଅର୍ଥ : କୌଣସି ପରୀକ୍ଷଣଦେଇ ଗତିକରିବା

ଉଦାହରଣ : ଆପଣ ପ୍ରଥମେ କୌଣସି ଭଲ ଚିକିତ୍ସକଙ୍କଦ୍ୱାରା ଭଲଭାବେ ଆପଣଙ୍କ ପରୀକ୍ଷା କରାନ୍ତୁ

ସମକକ୍ଷ : ଟେଷ୍ଟ କରାଇବା, ଯାଞ୍ଚ କରାଇବା

* किसी परीक्षण से गुजरना।

पहले आप किसी अच्छे चिकित्सक से अच्छी तरह से अपना परीक्षण कराइए।
जाँच कराना, टेस्ट कराना, परीक्षण कराना

Undergo a test.

She doesn't test well.
test