ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରୀକ୍ଷା କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରୀକ୍ଷା କରିବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁ, ବ୍ୟକ୍ତିଆଦିର କାମକରିବାରେ ଯୋଗ୍ୟତା ଅଛି କି ନାହିଁ ଜାଣିବାପାଇଁ ପରୀକ୍ଷା କରିବା

ଉଦାହରଣ : ଏହି ଛୋଟ କାମ୍‌ ଜରିଆରେ ମୁଁ ତାକୁ ପରୀକ୍ଷା କରୁଛି କି ସେ ମୋ କାମପାଇଁ ଯୋଗ୍ୟ କି ନୁହେଁ

ସମକକ୍ଷ : ଅବଲୋକନ କରିବା, ଦେଖିବା, ପରଖିବା, ପରୀକ୍ଷଣ କରିବା

किसी वस्तु, व्यक्ति आदि के गुण, दोष को जाँचना कि यह अमुक काम के योग्य है कि नहीं।

इस छोटे से कार्य के जरिए मैं उसको परख रहा हूँ कि वह मेरे काम का है या नहीं।
अजमाना, अवलोकना, अविलोकना, आजमाना, आज़माना, कसौटी पर कसना, जाँचना, जांचना, टेस्ट करना, देखना, परखना, परीक्षण करना, परीक्षा लेना

To look at critically or searchingly, or in minute detail.

He scrutinized his likeness in the mirror.
scrutinise, scrutinize, size up, take stock

ଅର୍ଥ : ଚିକିତ୍ସକଙ୍କର ଜଣେ ବ୍ୟକ୍ତିର ରୋଗ ବା ତାର କାରଣ ନିର୍ଣ୍ଣୟ କରିବା

ଉଦାହରଣ : ଚିକିତ୍ସକ ଶୋଇଥିବା ରୋଗୀକୁ ପରୀକ୍ଷା କରୁଛନ୍ତି

ସମକକ୍ଷ : ଯାଞ୍ଚ କରିବା

चिकित्सक द्वारा यह देखना कि किसी को कोई रोग है या नहीं और अगर है तो उसका कारण क्या है।

चिकित्सक लेटे हुए रोगी को जाँच रहा है।
जाँच करना, जाँचना, जांच करना, जांचना

Test or examine for the presence of disease or infection.

Screen the blood for the HIV virus.
screen, test

ଅର୍ଥ : ଯୋଗ୍ୟତା, ବେଶେଷତା, ସାମର୍ଥ୍ୟ, ଗୁଣଆଦି ଜାଣିବାପାଇଁ ଶୋଧ ସମ୍ବନ୍ଧୀୟ କାମ କରିବା ବା କିଛି ବିଶେଷ କାମ କରିବା

ଉଦାହରଣ : ବଣିଆ ସୁନାର ଶୁଦ୍ଧତା ପରୀକ୍ଷା କରେ

ସମକକ୍ଷ : ଜାଞ୍ଚ କରିବା, ପରୀକ୍ଷଣ କରିବା

योग्यता, विशेषता, सामर्थ्य, गुण आदि जानने के लिए शोध संबंधी कार्य करना या कुछ विशेष काम करना।

सोनार सोने की शुद्धता परखता है।
जाँच करना, जाँचना, जांच करना, जांचना, टेस्ट करना, परखना, परीक्षण करना

Put to the test, as for its quality, or give experimental use to.

This approach has been tried with good results.
Test this recipe.
essay, examine, prove, test, try, try out

ଅର୍ଥ : କୌଣସି ରୋଗର କାରଣ ଜାଣିବା ପାଇଁ କୌଣସି ଶାରିରୀକ ଦ୍ରବ୍ୟକୁ କୌଣସି ଯନ୍ତ୍ର ବା ରାସାୟନିକ ପ୍ରକ୍ରିୟା ଦ୍ୱାରା ଅବଲୋକନ କରିବା

ଉଦାହରଣ : ଚିକିତ୍ସକ ପ୍ରୟୋଗଶାଳାରେ ରକ୍ତ ପରୀକ୍ଷା କରୁଛନ୍ତି

ସମକକ୍ଷ : ଯାଞ୍ଚ କରିବା

विशेषतः किसी रोग के कारण को जानने के लिए किसी शारीरिक द्रव्य को किसी यंत्र,रासायनिक प्रक्रिया आदि की सहायता से अवलोकन करना।

चिकित्सक प्रयोगशाला में खून जाँच रहा है।
जाँच करना, जाँचना, जांच करना, जांचना

Test or examine for the presence of disease or infection.

Screen the blood for the HIV virus.
screen, test