ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପସନ୍ଦ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପସନ୍ଦ କରିବା   କ୍ରିୟାପଦ

ଅର୍ଥ : ଅନେକ ବସ୍ତୁ ମଧ୍ୟରୁ କିଛି ମନ ପସନ୍ଦ ବସ୍ତୁ ଅଲଗା କରିବା

ଉଦାହରଣ : ଲୁଗା ଦୋକାନରେ ନିଜ ପାଇଁ ମୁଁ ଦଶଟି ଶାଢ଼ୀ ବାଛିଲି

ସମକକ୍ଷ : ଚୟନ କରିବା, ବାଛିବା

बहुत सी वस्तुओं में से कुछ मनपसंद वस्तुएँ अलग करना।

कपड़े की दुकान से अपने लिए मैंने दस साड़ियाँ चुनी।
चयन करना, चुनना, चुनाव करना, छाँटना, निकालना, पसंद करना, पसन्द करना

Pick out, select, or choose from a number of alternatives.

Take any one of these cards.
Choose a good husband for your daughter.
She selected a pair of shoes from among the dozen the salesgirl had shown her.
choose, pick out, select, take