ଅର୍ଥ : ମାଙ୍ଗଳିକ କାର୍ଯ୍ୟରେ ବାରିକ,ଭାଟ,ବାଜାବାଲା ଆଦିଙ୍କୁ ଦିଆଯାଉଥିବା ନିମନ୍ତ୍ରଣ ଏବଂ ବିଦାକି
ଉଦାହରଣ :
ବାରିକ ବିଦାକିକୁ ନେଇ ସନ୍ତୁଷ୍ଟ ନଥିଲା
ସମକକ୍ଷ : ବିଦାକି
ଅର୍ଥ : ଅନ୍ୟଠାରୁ ପାଇବା ବା ପ୍ରାପ୍ତକରିବାକୁ ଥିବା ଟଙ୍କା
ଉଦାହରଣ :
ସାହୁକାର ସବୁ ମାସର ଏକ ତାରିଖରେ ହିଁ ପାଉଣା ନେବା ପାଇଁ ଘରେ ପହଞ୍ଚିଯାଆନ୍ତି
ସମକକ୍ଷ : ଦେୟ, ପ୍ରାପ୍ୟ ଧନ, ବାକି