ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପାନ୍ଥଶାଳା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପାନ୍ଥଶାଳା   ବିଶେଷ୍ୟ

ଅର୍ଥ : ଯାତ୍ରୀମାନେ ବିଶ୍ରାମ ନେଉଥିବା ସ୍ଥାନ

ଉଦାହରଣ : କେଦାରନାଥ ଯାତ୍ରା ସମୟରେ ଆମେ ଗୋଟିଏ ପାନ୍ଥଶାଳାରେ ବିଶ୍ରାମ କରିଥିଲୁ

ସମକକ୍ଷ : ଚଟିଘର, ଯାତ୍ରୀ ବିଶ୍ରାମାଗାର, ସରାଇଘର, ସରେଇଖାନା, ସରେଇଘର

यात्रियों के ठहरने का स्थान।

केदारनाथ जाते समय हमने एक सराय में विश्राम किया था।
जनाश्रय, पथिकालय, पथिकाश्रय, पांथशाला, मुसाफ़िर ख़ाना, मुसाफिरखाना, लाज, लॉज, सराय

A hotel providing overnight lodging for travelers.

auberge, hostel, hostelry, inn, lodge