ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପାଳନପୋଷଣ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପାଳନପୋଷଣ କରିବା   କ୍ରିୟାପଦ

ଅର୍ଥ : ଭୋଜନ ଓ ବସ୍ତ୍ର ଦେଇ ଜୀବନ ରକ୍ଷା କରିବା

ଉଦାହରଣ : ପ୍ରତ୍ୟେକ ମାଁ ବାପା ନିଜନିଜର କ୍ଷମତା ଅନୁସାରେ ନିଜ ପିଲାମାନଙ୍କୁ ପାଳନ କରନ୍ତି

ସମକକ୍ଷ : ପାଳନ କରିବା, ପାଳିବା, ପୋଷିବା

भोजन, वस्त्र आदि देकर जीवन रक्षा करना।

हर माँ-बाप अपनी हैसियत के अनुसार,अपने बच्चों को पालते हैं।
परवरिश करना, पालन करना, पालन-पोषण करना, पालना, पालना-पोषना, पोषना