ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପାଳନ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପାଳନ କରିବା   କ୍ରିୟାପଦ

ଅର୍ଥ : କାହାରି କଥା, ଆଦେଶ ଆଦି ଅନୁସାରେ କାମ କରିବା

ଉଦାହରଣ : ସେ ମୋ ଆଦେଶ ମାନିଲା ନାହିଁ

ସମକକ୍ଷ : ମାନିବା

किसी की बात, आदेश आदि के अनुसार काम करना।

उसने मेरी आज्ञा नहीं मानी।
पालन करना, मानना

Be obedient to.

obey

ଅର୍ଥ : କାହାରି ପ୍ରତିପାଳନ କରିବାପାଇଁ ସାଧନର ବ୍ୟବସ୍ଥା କରିବା

ଉଦାହରଣ : ଶ୍ୟାମ ଗୋଟିଏ ବଡ଼ ପରିବାରର ଭରଣପୋଷଣ କରୁଛି

ସମକକ୍ଷ : ପରିବାର ଚଳାଇବା, ପୋଷଣ କରିବା, ପ୍ରତିପାଳନ କରିବା, ଭରଣପୋଷଣ କରିବା

किसी के निर्वाह के लिए साधन जुटाना।

श्याम एक बड़े परिवार का भरण-पोषण करता है।
भरण-पोषण करना

ଅର୍ଥ : ଭୋଜନ ଓ ବସ୍ତ୍ର ଦେଇ ଜୀବନ ରକ୍ଷା କରିବା

ଉଦାହରଣ : ପ୍ରତ୍ୟେକ ମାଁ ବାପା ନିଜନିଜର କ୍ଷମତା ଅନୁସାରେ ନିଜ ପିଲାମାନଙ୍କୁ ପାଳନ କରନ୍ତି

ସମକକ୍ଷ : ପାଳନପୋଷଣ କରିବା, ପାଳିବା, ପୋଷିବା

भोजन, वस्त्र आदि देकर जीवन रक्षा करना।

हर माँ-बाप अपनी हैसियत के अनुसार,अपने बच्चों को पालते हैं।
परवरिश करना, पालन करना, पालन-पोषण करना, पालना, पालना-पोषना, पोषना