ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପୁସ୍ତକାଗାର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପୁସ୍ତକାଗାର   ବିଶେଷ୍ୟ

ଅର୍ଥ : ସର୍ବସାଧାରଣଙ୍କ ପଢ଼ିବା ଏବଂ ସନ୍ଦର୍ଭପାଇଁ ରଖାଯାଇଥିବା ପୁସ୍ତକ ଭବନ ବା ଘର

ଉଦାହରଣ : ଏହି ପୁସ୍ତକାଳୟରେ ସବୁ ବିଷୟ ସମ୍ବନ୍ଧିତ ପୁସ୍ତକ ରହିଛି

ସମକକ୍ଷ : ଗ୍ରନ୍ଥାଗାର, ଗ୍ରନ୍ଥାଳୟ, ପାଠାଗାର, ପୁସ୍ତକାଳୟ, ଲାଇବ୍ରେରୀ

वह भवन या घर जिसमें अध्ययन और संदर्भ के लिए पुस्तकें रखी गई हों और जहाँ से सर्वसाधारण को पढ़ने के लिए पुस्तकें मिलती हों।

इस पुस्तकालय में हर विषय से संबंधित पुस्तकें हैं।
ग्रंथागार, ग्रंथालय, पुस्तकागार, पुस्तकालय, लाइब्रेरी

A room where books are kept.

They had brandy in the library.
library