ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପୁସ୍ତକ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପୁସ୍ତକ   ବିଶେଷ୍ୟ

ଅର୍ଥ : ଲେଖା ହୋଇଥିବା ବା ଛପା ହୋଇଥିବା ବହୁତ ପୃଷ୍ଠା ବିଶିଷ୍ଟ ବସ୍ତୁ ଯାହାକୁ ଅନ୍ୟଜଣେ ପଢ଼ିବାପାଇଁ ବିଚାର, ବିବେଚନଆଦି ଆବଶ୍ୟକ

ଉଦାହରଣ : ଭଲ ବହି ପଢ଼ିଲେ ଜ୍ଞାନ ବଢ଼େ

ସମକକ୍ଷ : ବହି

लिखी हुई या छपी हुई बहुत से पन्नोंवाली वह वस्तु जिसमें दूसरों के पढ़ने के लिए विचार, विवेचन आदि हों।

अच्छी पुस्तक पढ़ने से ज्ञान बढ़ता है।
क़िताब, किताब, पुस्तक

A written work or composition that has been published (printed on pages bound together).

I am reading a good book on economics.
book