ଅର୍ଥ : କାହାରି ପ୍ରତିପାଳନ କରିବାପାଇଁ ସାଧନର ବ୍ୟବସ୍ଥା କରିବା
ଉଦାହରଣ :
ଶ୍ୟାମ ଗୋଟିଏ ବଡ଼ ପରିବାରର ଭରଣପୋଷଣ କରୁଛି
ସମକକ୍ଷ : ପରିବାର ଚଳାଇବା, ପାଳନ କରିବା, ପ୍ରତିପାଳନ କରିବା, ଭରଣପୋଷଣ କରିବା
ଅର୍ଥ : ଖାଦ୍ୟଦ୍ୱାରା ଶରୀରକୁ ପୋଷଣ କରିବା ବା ଖାଦ୍ୟପଦାର୍ଥ ସେବନକରି ଶାରୀରିକ ପ୍ରକ୍ରିୟା ଜାରି ରଖିବା
ଉଦାହରଣ :
ମହାତ୍ମା କେବଳ ଫଳ ଓ ଦୁଧରେ ନିଜର ପୋଷଣ କରନ୍ତି
ସମକକ୍ଷ : ଆହାର କରିବା, ପାଳିତ କରିବା, ପୁଷ୍ଟିକରଣ କରିବା, ବର୍ଦ୍ଧନ କରିବା, ଭୋଜନ କରିବା