ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପୋଡ଼ିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପୋଡ଼ିବା   କ୍ରିୟାପଦ

ଅର୍ଥ : ନିଆଁ ସମ୍ପର୍କରୁ ଜଳୁଥିବା କିମ୍ବା ଗରମପବନ ହେଉଥିବାର ରୂପ

ଉଦାହରଣ : ଚୁଲିରେ ନିଆଁ ଜଳୁଛି

ସମକକ୍ଷ : ଜଳିବା, ଦଗ୍ଧହେବା

आग के संपर्क से अंगारे या लपट के रूप में होना।

चूल्हे में आग जल रही है।
अगिआना, अगियाना, जलना, दग्ध होना, दहना, सिलगना, सुलगना

Start to burn or burst into flames.

Marsh gases ignited suddenly.
The oily rags combusted spontaneously.
catch fire, combust, conflagrate, erupt, ignite, take fire

ଅର୍ଥ : ଲଙ୍କାଆଦି ବସ୍ତୁର ଜିଭ ବା ଶରୀର ଉପରେ ହେଉଥିବା ତୀବ୍ର ଅନୁଭବ

ଉଦାହରଣ : ରାଗ ଖାଇବାରୁ ମୋ ଜିଭ ପୋଡ଼ୁଛି

ସମକକ୍ଷ : ଜଳିବା

मिर्च आदि वस्तुओं का जीभ या शरीर पर तीखा अनुभव होना।

तीख खाने से मेरी जीभ परपरा रही है।
परपराना

Cause a sharp or stinging pain or discomfort.

The sun burned his face.
bite, burn, sting

ଅର୍ଥ : ସିଝିବାର କାମ କରିବା

ଉଦାହରଣ : ଟାଣଖରା ଆମକୁ ସିଝାଇଦେଲା ନିଆଁ ପାଖରେ ଠିଆହୋଇ ଆପଣ ଆପଣଙ୍କ କପଡ଼ା ପୋଡ଼ିଦେଲେ

ସମକକ୍ଷ : ସିଝିବା

ऐसा करना कि कोई वस्तु झुलसे।

कड़ी धूप ने हमें झुलसा दिया।
आग के पास खड़े होकर आपने अपने कपड़े झुलसा दिए।
झाँसना, झुरसाना, झुलसाना, झौंसना

Become superficially burned.

My eyebrows singed when I bent over the flames.
scorch, sear, singe