ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରଗାଢ଼ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରଗାଢ଼   ବିଶେଷଣ

ଅର୍ଥ : ବହୁତ ନିକଟର ବା ବହୁତ ପାଖରେ

ଉଦାହରଣ : ରାମ ମୋର ଘନିଷ୍ଠ ମିତ୍ର ରାମ ଏବଂ ଶ୍ୟାମଙ୍କ ମଧ୍ୟରେ ନିବିଡ଼ ମିତ୍ରତା ଅଛି

ସମକକ୍ଷ : ଅନ୍ତରଙ୍ଗ, ଆତ୍ମୀୟ, ଗାଢ଼, ଘନିଷ୍ଠ, ଦୃଢ଼, ନିବିଡ଼

बहुत निकट का या बहुत घनिष्ठ।

मुकेश मेरा घनिष्ठ मित्र है।
मोहन और सोहन में गाढ़ी मित्रता है।
अंगरंगी, अंतरंग, अंतरंगी, अनन्य, अन्तरंग, अन्यतम, अभिन्न, आत्मिक, आत्मीय, इष्ट, गाढ़ा, घनिष्ठ, जिगरी, दिली, प्रगाढ़

Marked by close acquaintance, association, or familiarity.

Intimate friend.
Intimate relations between economics, politics, and legal principles.
intimate