ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରଜା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରଜା   ବିଶେଷ୍ୟ

ଅର୍ଥ : କୌଣସି ରାଜାଙ୍କ ଅଧିନରେ ବା ତାଙ୍କର ରାଜ୍ୟରେ ବାସ କରୁଥିବା ଲୋକ

ଉଦାହରଣ : ରାଜା ହର୍ଷବର୍ଦ୍ଧନଙ୍କ ରାଜୁତି କାଳରେ ପ୍ରଜାମାନେ ସୁଖରେ ଥିଲେ

ସମକକ୍ଷ : ରୟତ୍‌

किसी राजा के अधीन या उसके राज्य में रहने वाले लोग।

राजा हर्षवर्धन के राज्य काल में प्रजा सुखी थी।
जन, जनता, परजा, प्रजा, राष्ट्रभृत्, रिआया, रियाया, रैयत, संतति, सन्तति

A person who owes allegiance to that nation.

A monarch has a duty to his subjects.
national, subject

ଅର୍ଥ : କୌଣସି ଦେଶ ବା ସ୍ଥାନର ସମସ୍ତ ବାସିନ୍ଦା ଯେଉଁମାନେ ଏକକ ଭାବରେ ପରିଚିତ ହୋଇଥାଆନ୍ତି

ଉଦାହରଣ : ଇଂରେଜମାନେ ଭାରତୀୟ ଜନତାଙ୍କ ଉପରେ ବହୁତ ଅତ୍ୟାଚାର କରୁଥିଲେ

ସମକକ୍ଷ : ଜନତା, ଜନସାଧାରଣ, ନାଗରିକ, ଲୋକ

किसी देश या स्थान के सब या बहुत से निवासी जो एक इकाई के रूप में माने जाएँ।

अंग्रेजों ने भारतीय जनता पर बहुत अत्याचार किए।
अवाम, आवाम, जन, जनता, पब्लिक, प्रजा

The body of citizens of a state or country.

The Spanish people.
citizenry, people