ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରତିଧ୍ୱନି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରତିଧ୍ୱନି   ବିଶେଷ୍ୟ

ଅର୍ଥ : ସେ ଧ୍ୱନି ବା ଶବ୍ଦ ଯାହା ନିଜର ଉତ୍ପତ୍ତି ସ୍ଥାନରୁ ବାହାରି କେଉଁଠାରୁ ବାଧାପାଇ ଫେରେ ଏବଂ ପୁଣି ତାହା ଶୁଣିବାକୁ ମିଳେ

ଉଦାହରଣ : କୁଅଭିତରୁ ବାଘର ପ୍ରତିଧ୍ୱନି ଶୁଣାଯାଉଛି

ସମକକ୍ଷ : ପ୍ରତିଶବ୍ଦ

वह ध्वनि या शब्द जो अपनी उत्पत्ति के स्थान से चलकर कहीं टकराता हुआ लौटे और फिर वहीं सुनाई पड़े।

कुएँ से शेर की प्रतिध्वनि सुनाई पड़ी।
अनुनाद, गुंजार, गूँज, झाँई, प्रतिध्वनि, प्रतिध्वान, प्रतिशब्द

ଅର୍ଥ : ପ୍ରତିଧ୍ୱନି ଉତ୍ପନ୍ନ ହେବା ବା କରିବା କ୍ରିୟା

ଉଦାହରଣ : ଘଣ୍ଟାର ପ୍ରତିଧ୍ୱନିରେ ସମ୍ପୂର୍ଣ୍ଣ ମନ୍ଦିର ଗୁଞ୍ଜରୀ ଉଠିଲା

प्रतिध्वनि उत्पन्न होने की क्रिया।

घंटे के प्रतिध्वनन से संपूर्ण मंदिर गूँज उठा।
प्रतिध्वनन

A vibration of large amplitude produced by a relatively small vibration near the same frequency of vibration as the natural frequency of the resonating system.

resonance