ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରତ୍ୟାଶା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରତ୍ୟାଶା   ବିଶେଷ୍ୟ

ଅର୍ଥ : କାହାରି ଉପରେ ଭରସା ରଖିବାର କ୍ରିୟା ଯେପରିକି କୌଣସି କାମ ତାଙ୍କ ଦ୍ୱାରା ହୋଇପାରିବ ବା ହୋଇଯିବ

ଉଦାହରଣ : ପ୍ରତ୍ୟେକ ପିତାଙ୍କର ନିଜ ପୁତ୍ର ଉପରେ ଏହି ଆଶା ଥାଏ ଯେ ସେ ନିଜ ଜୀବନରେ ସଫଳ ହେଉ

ସମକକ୍ଷ : ଆକାଂକ୍ଷା, ଆଶା, ଭରସା

किसी पर भरोसा रखने की क्रिया कि अमुक कार्य उसके द्वारा हो सकता है या हो जायेगा।

हर पिता की अपने पुत्र से यह अपेक्षा रहती है कि वह अपने जीवन में सफल हो।
अन्ववेक्षा, अपेक्षा, आकांक्षा

Belief about (or mental picture of) the future.

expectation, outlook, prospect

ଅର୍ଥ : ଅମୁକ କାର୍ଯ୍ୟ ହୋଇଯିବ ବା ଅମୁକ ପଦାର୍ଥ ଆମକୁ ମିଳିଯିବ, ମନର ଏପ୍ରକାର ଭାବ

ଉଦାହରଣ : ଆମେ ତା’ଠାରୁ ଏଭଳି ବ୍ୟବହାର ଆଶା କରୁନଥିଲୁ

ସମକକ୍ଷ : ଆଶା

मन का यह भाव कि अमुक कार्य हो जाएगा या अमुक पदार्थ हमें मिल जाएगा।

हमें उससे ऐसे व्यवहार की आशा नहीं थी।
आशंसा, आशा, आस, आसरा, आसा, आसार, उम्मीद, तवक़्को, तवक्को, प्रत्याशा

The general feeling that some desire will be fulfilled.

In spite of his troubles he never gave up hope.
hope