ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରଦେଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରଦେଶ   ବିଶେଷ୍ୟ

ଅର୍ଥ : କୌଣସି ପ୍ରଦେଶରେ ରହୁଥିବା ସମସ୍ତ ଲୋକ

ଉଦାହରଣ : ସମଗ୍ର ରାଜ୍ୟ ଦରଦାମ ବୃଦ୍ଧିର ପ୍ରଭାବରେ ଆକ୍ରାନ୍ତ

ସମକକ୍ଷ : ପ୍ରାନ୍ତ, ରାଜ୍ୟ

किसी प्रदेश में रहने वाले लोग।

पूरा राज्य महँगाई के कारण परेशान है।
प्रदेश, प्रांत, प्रान्त, राज्य, सूबा

The body of citizens of a state or country.

The Spanish people.
citizenry, people

ଅର୍ଥ : କୌଣସି ଦେଶର ଏକ ବିଭାଗ ଯାହାର ବାସିନ୍ଦାଙ୍କ ଶାସନପଦ୍ଧତି, ଭାଷା, ଚାଲିଚଳଣି, ବ୍ୟବହାରଆଦି ଅନ୍ୟମାନଙ୍କଠାରୁ ଭିନ୍ନ ଓ ସ୍ୱତନ୍ତ୍ର ହୋଇଥାଏ

ଉଦାହରଣ : ସ୍ୱତନ୍ତ୍ର ଭାରତରେ ବର୍ତ୍ତମାନ ଅଣତିରିଶଟି ପ୍ରଦେଶ ଅଛି

ସମକକ୍ଷ : ରାଜ୍ୟ

किसी देश का वह विभाग जिसके निवासियों की शासन-पद्धति, भाषा, रहन-सहन, व्यवहार आदि औरों से भिन्न और स्वतंत्र हो।

स्वतंत्र भारत में अब उनतीस प्रदेश हो गए हैं।
जनपद, प्रदेश, प्रांत, प्रान्त, राज्य, सूबा

The territory occupied by one of the constituent administrative districts of a nation.

His state is in the deep south.
province, state

ଅର୍ଥ : ସେହି ଦେଶ,ପ୍ରଦେଶ,ଜିଲ୍ଲା,କ୍ଷେତ୍ର,ସହର,ଗାଁ ଆଦି ଯେଉଁଠାରେ ଆପଣ (ବା କୌଣସି ବ୍ୟକ୍ତି) ରହିଥାନ୍ତି

ଉଦାହରଣ : ଭାରତ ମୋ ଦେଶ

ସମକକ୍ଷ : ଅଞ୍ଚଳ, ଦେଶ, ମୁଲକ, ରାଜ୍ୟ, ରାଷ୍ଟ୍ର

वह देश, प्रदेश, जिला, क्षेत्र, शहर ,गाँव आदि जहाँ आप (या कोई व्यक्ति) रहते हों।

भारत मेरा देश है।
गृह, घर, देश, मुल्क

The country or state or city where you live.

Canadian tariffs enabled United States lumber companies to raise prices at home.
His home is New Jersey.
home