ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରବୋଧିତ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରବୋଧିତ କରିବା   କ୍ରିୟାପଦ

ଅର୍ଥ : ମିଠାମିଠା କଥା କହି ସନ୍ତୁଷ୍ଟ ବା ଅନୁକୂଳ କରିବା

ଉଦାହରଣ : ମା କାନ୍ଦୁଥିବା ପିଲାଟିକୁ ମିଠେଇ ଦେଇ ବୁଝାଉଥିଲେ

ସମକକ୍ଷ : ଆହ୍ଲାଦିତ କରିବା, ବହଲାଇବା, ବୁଝାଇବା

मीठी-मीठी बातें कहकर संतुष्ट या अनुकूल करना।

माँ रोते हुए बच्चे को मिठाई देकर फुसला रही थी।
फुसलाना, बरगलाना, बर्गलाना, बहकाना, बहलाना

Influence or urge by gentle urging, caressing, or flattering.

He palavered her into going along.
blarney, cajole, coax, inveigle, palaver, sweet-talk, wheedle