ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରସୂନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରସୂନ   ବିଶେଷ୍ୟ

ଅର୍ଥ : ଗଛର ଯେଉଁ ଅଙ୍ଗ ଗୋଲ ବା ଲମ୍ବା ପାଖୁଡ଼ାରେ ତିଆରି ହୋଇଥାଏ ଏବଂ ଯେଉଁଥିରେ ଫଳ ଉତ୍ପନ୍ନ କରିବାର ଶକ୍ତି ଥାଏ

ଉଦାହରଣ : ବଗିଚାରେ ଭିନ୍ନ ଭିନ୍ନ ପ୍ରକାରର ଫୁଲ ଫୁଟିଛି

ସମକକ୍ଷ : କୁସୁମ, ପୁଷ୍ପ, ଫୁଲ, ସୁମନ

पौधों में वह अंग जो गोल या लंबी पंखुड़ियों का बना होता है और जिसमें फल उत्पन्न करने की शक्ति होती है।

उपवन में तरह-तरह के फूल खिले हुए हैं।
कुसुम, गुल, पीलु, पुष्प, पुष्पक, प्रसूत, प्रसून, प्रसूनक, फुलवा, फूल, मणीवक, वंश, शिगूफ़ा, शिगूफा, सारंग, सुमन

Reproductive organ of angiosperm plants especially one having showy or colorful parts.

bloom, blossom, flower