ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରସ୍ଥାନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରସ୍ଥାନ   ବିଶେଷ୍ୟ

ଅର୍ଥ : ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାର କ୍ରିୟା

ଉଦାହରଣ : ରାମଙ୍କ ଅଯୋଦ୍ଧା ପ୍ରସ୍ଥାନ କରିବାର ସମାଚାର ଶୁଣି ସମସ୍ତ ନଗରବାସୀଙ୍କୁ ଗଭୀର ଆଘାତ ଲାଗିଲା

ସମକକ୍ଷ : ଗମନ, ଯିବା

एक स्थान से दूसरे स्थान को जाने की क्रिया।

राम के अयोध्या से गमन का समाचार सुनकर सभी नगरवासियों को गहरा आघात लगा।
अयन, अर्दन, ईरण, कूच, गमन, चरण, जाना, प्रस्थान, यात्रा, रवानगी, रुखसत, रुख़सत, रुख़्सत, रुख्सत, विसर्जन, सफर, सफ़र

The act of departing.

departure, going, going away, leaving

ଅର୍ଥ : ଯୁଦ୍ଧପାଇଁ ପ୍ରସ୍ଥାନ କରିବା କ୍ରିୟା

ଉଦାହରଣ : ରାମଙ୍କର ସେନା ଲଙ୍କାଆଡ଼କୁ ପ୍ରସ୍ଥାନ କଲେ

ସମକକ୍ଷ : ଗମନ, ଯାତ୍ରା, ଯୁଦ୍ଧ ଯାତ୍ରା

युद्ध के लिए प्रस्थान करने की क्रिया।

राम की सेना ने लंका की ओर प्रयाण किया।
प्रयाण

The act of invading. The act of an army that invades for conquest or plunder.

invasion