ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରାଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରାଣ   ବିଶେଷ୍ୟ

ଅର୍ଥ : ଶରୀରରେ ଥିବା ପଞ୍ଚବାୟୁ ମଧ୍ୟରୁ ଗୋଟିଏ ଯାହା ମୁଖରେ ସଂଚରଣ କରେ

ଉଦାହରଣ : ପ୍ରାଣବାୟୁ ଶରୀର ନିମନ୍ତେ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ କାରଣ ଏହାଦ୍ୱାରା ଶରୀରର ଚେତନା ରହେ

ସମକକ୍ଷ : ପ୍ରାଣବାୟୁ

शरीर में स्थित पंचवायु में से एक जो मुख प्रदेश में संचरण करती है।

प्राण वायु शरीर के लिए अत्यन्त महत्त्वपूर्ण है क्योंकि शरीर में चेतनता इसी के द्वारा रहती है।
अयास्य, असु, प्राण, प्राण वायु, प्राणवायु

ଅର୍ଥ : ପ୍ରାୟଃ ସର୍ବତ୍ର ଚଳମାନ ଏକ ତତ୍ତ୍ୱ ଯାହା ସାରା ପୃଥିବୀରେ ବ୍ୟାପ୍ତ ଏବଂ ଯେଉଁଥିରେ ପ୍ରାଣୀ ଶ୍ୱାସ ନେଇଥାନ୍ତି

ଉଦାହରଣ : ପବନ ଅଭାବରେ ଜୀବନ କଳ୍ପନା କରାଯାଇପାରିବ ନାହିଁ

ସମକକ୍ଷ : ଅନିଳ, ଜୀବନ, ପବନ, ବାୟୁ, ମରୁତ, ସମୀର

ଅର୍ଥ : ପ୍ରାଣୀମାନଙ୍କର ସେହି ଚେତନ ଶକ୍ତି ଯେଉଁଥିପାଇଁ ସେ ଜୀବିତ ରହନ୍ତି

ଉଦାହରଣ : ଶରୀରରୁ ପ୍ରାଣର ବର୍ହିଗମନ ହେଉଛି ମୃତ୍ୟୁ

ସମକକ୍ଷ : ଜୀବ, ଜୀବନ, ଜୀବନ ଶକ୍ତି, ପ୍ରାଣଶକ୍ତି

प्राणियों की वह चेतन शक्ति जिससे वे जीवित रहते हैं।

शरीर से प्राण का बहिर्गमन ही मृत्यु है।
आत्मा, उक्थ, चेतना, चैतन्य, जाँ, जान, जीव, जीवड़ा, जीवथ, जीवन-शक्ति, जीवात्मा, दम, धातृ, नफ़स, नफ़्स, पुंगल, प्राण, सत्त्व, सत्व, स्पिरिट

The vital principle or animating force within living things.

spirit

ଅର୍ଥ : ଜୀବିତ ପ୍ରାଣୀ

ଉଦାହରଣ : ପହଁରାଳୀଙ୍କ ଯୋଗୁଁ ବଢ଼ିରେ ବୁଡ଼ି ଯାଉଥିବା ଅନେକ ଜୀବନ ବଞ୍ଚିଗଲା

ସମକକ୍ଷ : ଜୀବନ

जीवित प्राणी।

तैराकों की वजह से बाढ़ में डूब रही कई जानें बच गईं।
ज़िंदगी, ज़िन्दगी, जान, जिंदगी, जिन्दगी, जीवन

Living things collectively.

The oceans are teeming with life.
life