ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରାପ୍ତହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରାପ୍ତହେବା   କ୍ରିୟାପଦ

ଅର୍ଥ : ପ୍ରତିଯୋଗିତା, ପରୀକ୍ଷା ଆଦିରେ କୌଣସି ମୂଲ୍ୟାଙ୍କନ, ସ୍ଥାନ ଆଦି ପ୍ରାପ୍ତ ହେବା

ଉଦାହରଣ : ଏହି ଖେଳରେ ମୋତେ ପ୍ରଥମ ସ୍ଥାନ ମିଳିଲା

ସମକକ୍ଷ : ପାଇବା, ମିଳିବା

किसी प्रतियोगिता, परीक्षा आदि में कोई मूल्यांकन, स्थान आदि प्राप्त होना।

इस खेल में मुझे पहला स्थान मिला।
पाना, प्राप्त होना, मिलना, हासिल होना

ଅର୍ଥ : କୌଣସି ପରୀକ୍ଷା ଆଦିରେ ଏକ ନିର୍ଦ୍ଦିଷ୍ଟ ଅଙ୍କ ପାଇବା ବା ମୂଲ୍ୟାଙ୍କନ କରାଯିବା

ଉଦାହରଣ : ଏହି ପରୀକ୍ଷାରେ ସେ ଭଲ ନମ୍ବର ରଖିଲା

ସମକକ୍ଷ : ପାଇବା, ମିଳିବା, ରଖିବା

* किसी परीक्षा आदि में एक निश्चित अंक पाना या मूल्याकंन किया जाना।

इस परीक्षा में उसने अच्छे अंक पाए।
अंक पाना, अंक प्राप्त करना

Achieve a certain score or rating on a test.

She tested high on the LSAT and was admitted to all the good law schools.
test