ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରାରବ୍ଧବାଦୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରାରବ୍ଧବାଦୀ   ବିଶେଷଣ

ଅର୍ଥ : ଭାଗ୍ୟକୁ ମହତ୍ତ୍ୱ ଦେଉଥିବା ବା ଭାଗ୍ୟ ଉପରେ ହିଁ ଆଶ୍ରିତ ରହୁଥିବା ବ୍ୟକ୍ତି

ଉଦାହରଣ : ଆଜିର କର୍ମପ୍ରଧାନ ଯୁଗରେ ଭାଗ୍ୟବାଦୀ ବ୍ୟକ୍ତିମାନଙ୍କୁ ବେଳେବେଳେ ପଛରେ ରହିବାକୁ ପଡ଼ୁଛି

ସମକକ୍ଷ : ଦୈବବାଦୀ, ଭାଗ୍ୟବାଦୀ

भाग्य को महत्व देनेवाला या भाग्य पर ही आश्रित रहनेवाला।

आज के कर्म प्रधान युग में भाग्यवादी व्यक्ति को कभी-कभी पछताना भी पड़ता है।
दैववादी, प्रारब्धवादी, भाग्यवादी