ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରାୟଶ୍ଚିତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରାୟଶ୍ଚିତ   ବିଶେଷ୍ୟ

ଅର୍ଥ : କୌଣସି ପାପରୁ ମୁକ୍ତିପାଇବାପାଇଁ କରାଯାଉଥିବା ଧାର୍ମିକ ଉପଚାର

ଉଦାହରଣ : ହିନ୍ଦୁମାନେ ପାପର ପ୍ରାୟଶ୍ଚିତ କରିବାପାଇଁ ଦାନ, ଧର୍ମ, ଓ ତୀର୍ଥ କରନ୍ତି

ସମକକ୍ଷ : ନିଷ୍କୃତି, ନିସ୍ତାର

कोई पाप करने पर उसके दोष से मुक्त होने के लिए किया जानेवाला कोई धार्मिक या अच्छा काम।

हिंदूलोग अपने पापों का प्रायश्चित करने के लिए तीर्थ,दान आदि करते हैं।
निष्कृति, प्रायश्चित, प्रायश्चित्त

The act of atoning for sin or wrongdoing (especially appeasing a deity).

atonement, expiation, propitiation