ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପ୍ରୟୋଜନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପ୍ରୟୋଜନ   ବିଶେଷ୍ୟ

ଅର୍ଥ : ସେହି ବିଚାର ଯାହା ପୂରଣ କରିବାପାଇଁ କୌଣସି କାମ କରାଯାଏ

ଉଦାହରଣ : ଏହି କାମ କରିବା ପଛରେ ଆପଣଙ୍କର କି ଉଦ୍ଦେଶ୍ୟ ଅଛି? ନିଜ ଉଦ୍ଦେଶ୍ୟ ପୂରଣ କ୍ଷେତ୍ରରେ ଆପଣଙ୍କର ସମୟ ନଷ୍ଟକରିବା ଉଚିତ୍‌ ନୁହେଁ

ସମକକ୍ଷ : ଅଭିପ୍ରାୟ, ଆବଶ୍ୟକତା, ଉଦ୍ଦେଶ୍ୟ, ମତଲବ୍‌, ଲକ୍ଷ

वह विचार जिसे पूरा करने के लिए कोई काम किया जाए।

इस काम को करने के पीछे आपका क्या उद्देश्य है?
अपने उद्देश्य से आपको भटकना नहीं चाहिए।
अनुबंध, अनुबन्ध, अपदेश, अभिप्राय, आवश्यकता, आशय, इष्ट, उद्देश्य, उपलक्ष्य, कारण, तुक, ध्येय, निमित्त, नियत, नीयत, प्रयोजन, मंशा, मंसा, मकसद, मक़सद, मतलब, मनसा, मिशन, मुद्दा, लक्ष्य, समायोग, साध्य, हेतु

The state of affairs that a plan is intended to achieve and that (when achieved) terminates behavior intended to achieve it.

The ends justify the means.
end, goal

ଅର୍ଥ : କୌଣସି କଥାର ଇଚ୍ଛା ବା ଆବଶ୍ୟକ ହେବା ଅବସ୍ଥା ବା ଭାବ

ଉଦାହରଣ : ଆଜିକାଲି ବଜାରରେ ନୁଆ ନୂଆ ଜିନିଷର ଚାହିଦା ବଢ଼ୁଛି

ସମକକ୍ଷ : ଚାହିଦା, ଦରକାର

किसी बात की चाह या आवश्यकता होने की अवस्था या भाव।

आज-कल बाज़ार में नई-नई वस्तुओं की माँग बढ़ रही है।
डिमांड, डिमान्ड, डिमैंड, डिमैन्ड, माँग, मांग

Required activity.

The requirements of his work affected his health.
There were many demands on his time.
demand, requirement