ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଫଟେଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଫଟେଇବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁର କିଛି ଅଂଶ ଖଣ୍ଡିତ, ଭଗ୍ନ, ବା ଅଚଳ କରିବା

ଉଦାହରଣ : ବାଡ଼ିରେ ବାଡ଼େଇ ବାଡ଼େଇ ଗାଇଆଳ ଗାଇର ଗୋଡ଼ ଭାଙ୍ଗି ଦେଲା ବେଶି ବଦମାସି କଲେ ତମର ମୁଣ୍ଡ ଫଟେଇଦେବୁ

ସମକକ୍ଷ : ଭଗ୍ନ କରିବା, ଭାଙ୍ଗିବା

किसी वस्तु का कोई अंग खंडित, भग्न या बेकाम करना।

लाठी से मार-मारकर ग्वाले ने गाय की टाँग तोड़ दी।
ज्यादा इधर-उधर करोगे तो हम तुम्हारा सर फोड़ देंगे।
टोरना, तोड़ देना, तोड़ना, तोरना, फोड़ देना, फोड़ना, भंग करना, भंजित करना, भग्न करना