ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଫରଫର ହୋଇ ଉଡ଼ିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଫରଫର ହୋଇ ଉଡ଼ିବା   କ୍ରିୟାପଦ

ଅର୍ଥ : ପବନରେ ଉଡ଼ିବା ବା ଫରଫରହେବା

ଉଦାହରଣ : ବିଦ୍ୟାଳୟ ପ୍ରାଙ୍ଗଣରେ ଜାତୀୟ ପତାକା ଫରଫର ହୋଇ ଉଡ଼ୁଛି

ସମକକ୍ଷ : ଉଡ଼ିବା

वायु में इधर-उधर हिलना।

विद्यालय के प्रांगण में तिरंगा लहरा रहा है।
उड़ना, फरफराना, फहरना, लहरना, लहराना

Move with a flapping motion.

The bird's wings were flapping.
beat, flap