ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଫଳାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଫଳାଇବା   କ୍ରିୟାପଦ

ଅର୍ଥ : ଫାଳିବାପାଇଁ ପ୍ରବୃତ୍ତ କରିବା

ଉଦାହରଣ : ମନୋହର ଶ୍ରମିକମାନଙ୍କଦ୍ୱାରା କାଠ ଫଳାଉଛି

ସମକକ୍ଷ : ଚିରାଇବା

फाड़ने में प्रवृत्त करना।

मनोहर मजदूरों से लकड़ी फड़वा रहा है।
चीरवाना, फड़वाना