ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଫିଟିଯିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଫିଟିଯିବା   କ୍ରିୟାପଦ

ଅର୍ଥ : ସିଲେଇ ବା ବୁଣାହୋଇଥିବା ଧାର ଖୋଲିଯିବା

ଉଦାହରଣ : ଏହି ତମ୍ବୁର ସିଲେଇ ଫିଟିଗଲାଣି

ସମକକ୍ଷ : ଖୋଲିଯିବା, ବାହାରିଯିବା

सिलाई, बुनाई के टाँके अलग होना।

इस पैंट की सिलाई उधड़ गई है।
उकचना, उकसना, उकिसना, उखड़ना, उखरना, उचड़ना, उचरना, उधड़ना, खुलना, निकलना

Become or cause to become undone by separating the fibers or threads of.

Unravel the thread.
unknot, unpick, unravel, unscramble, untangle