ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବଙ୍କା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବଙ୍କା   ବିଶେଷ୍ୟ

ଅର୍ଥ : ହଳଦିଆ ରଙ୍ଗର ଗୋଟିଏ ପୋକ

ଉଦାହରଣ : ବଙ୍କା ଧାନ ଫସଲ ନଷ୍ଟ କରିଥାଏ

हरे रंग का एक कीड़ा।

बंका धान की फसल को हानि पहुँचाता है।
बंका

ବଙ୍କା   ବିଶେଷଣ

ଅର୍ଥ : ଯାହା ମଝିରୁ ଏପାଖ ସେପାଖ ଝୁଙ୍କିଛି ବା ବୁଲିପଡ଼ିଛି

ଉଦାହରଣ : ଏହି ମନ୍ଦିରକୁ ଯିବାର ରାସ୍ତା ତେଢ଼ା

ସମକକ୍ଷ : କୁଞ୍ଚିତ, ତେଢ଼ା, ତେଢ଼ା ମେଢ଼ା

जो बीच में इधर-उधर झुका या घूमा हो।

इस मन्दिर पर जाने का रास्ता घुमावदार है।
आप यहाँ से टेढ़े रास्ते से जाएँगे तो गाँव जल्दी पहुँच जाएँगे।
अटित, उँकारी, कज, कुंचित, घुमावदार, टेढ़ा, टेढ़ा मेढ़ा, टेढ़ा-मेढ़ा, ताबदार, प्रतिकुंचित, प्रतिकुञ्चित, बंक, बंकट, बंकिम, बंगा, बल खाता, बलखाता, मोड़दार, वंक, वक्र, वङ्क, वाम

ଅର୍ଥ : ଯିଏ ସମାନାନ୍ତର ବା ସିଧା ନୁହେଁ

ଉଦାହରଣ : ଶୀଘ୍ର ସହର ପହଞ୍ଚିବାପାଇଁ ଆମକୁ ବଙ୍କା ରାସ୍ତାଦେଇ ଯିବାକୁ ପଡ଼ିବ ସେ ନିଜର ଉତ୍ତରପୁସ୍ତିକା ଉପରେ ବଙ୍କା ରେଖା ଟାଣୁଅଛି

ସମକକ୍ଷ : ତେରଛା, ତେଢ଼ା

जो समानांतर या सीधा न हो।

वह अपनी उत्तरपुस्तिका पर तिरछी रेखा खींच रहा है।
आड़ा, टेढ़ा, तनेना, तिरछा, तिरपट, तिर्यक, बाँका, बांका