ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବଣିଜ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବଣିଜ   ବିଶେଷ୍ୟ

ଅର୍ଥ : ଜିନିଷ ତିଆରି କରିବା, କିଣିବା ଓ ବିକିବା କାମ

ଉଦାହରଣ : ରାମର କଠିନ ପରିଶ୍ରମ ଯୋଗୁଁ ତାର ବେପାର ଦିନରାତି ବଢ଼ୁଛି

ସମକକ୍ଷ : ବେପାର, ବେପାର-ବାଣିଜ୍ୟ, ବ୍ୟବସାୟ

चीज़ें बनाकर या खरीदकर, उसे बेचने का काम।

राम की कड़ी मेहनत से उसका व्यापार दिन-रात फल फूल रहा है।
तिजारत, पण, पाण, बनिज, बिजनेस, रोजगार, रोज़गार, वणिक कर्म, वाणिज्य, विपणन, व्यवसाय, व्यापार, सौदागरी

Buying or selling securities or commodities.

trading