ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବଦଳେଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବଦଳେଇବା   କ୍ରିୟାପଦ

ଅର୍ଥ : ବଦଳିବାର କାମ ଅନ୍ୟ କାହାଦ୍ୱାରା କରାଇବା

ଉଦାହରଣ : ଶାଢ଼ୀ ପସନ୍ଦ ନ ହେବାରୁ ସୀତା ତାକୁ ବଦଳେଇଲା

बदलने का काम दूसरे से कराना।

सीता ने साड़ी पसंद न आने के कारण उसे बदलवाया।
बदलवाना, बदली कराना

Exchange or replace with another, usually of the same kind or category.

Could you convert my dollars into pounds?.
He changed his name.
Convert centimeters into inches.
Convert holdings into shares.
change, commute, convert, exchange

ଅର୍ଥ : ଗୋଟିଏ ରୂପରୁ ଆଉ ଗୋଟିଏ ରୂପକୁ ଆଣିବା

ଉଦାହରଣ : ଏହି ଘଟଣା ପରଠାରୁ ତା ଜୀବନରେ ବହୁତ ପରିବର୍ତ୍ତନ ଆସିଛି

ସମକକ୍ଷ : ପରିବର୍ତ୍ତନ, ପରିବର୍ତ୍ତନ ଆଣିବା, ପରିବର୍ତ୍ତନ ହେବା, ବଦଳିଯିବା

एक रूप से दूसरे रूप में आना।

इस घटना के बाद से उसके जीवन में बहुत परिवर्तन आया है।
तब्दील होना, परिवर्तन आना, परिवर्तन होना, परिवर्तित होना, बदल जाना, बदलना, बदलाव आना

ଅର୍ଥ : କିଛି କମ୍‌ ଅଧିକ କରି ରୂପ ବଦଳେଇବା ବା ଗୋଟିଏ ରୂପରୁ ଆଉ ଗୋଟିଏ ରୂପକୁ ଆଣିବା

ଉଦାହରଣ : ଆଧୁନିକ ଜୀବନଶୈଳୀ ସମାଜରେ ବହୁତ ପରିବର୍ତ୍ତନ କରିଛି

ସମକକ୍ଷ : ପରିବର୍ତ୍ତନ କରିବା

कुछ घटा-बढ़ा कर रूप बदलना या एक रूप से दूसरे रूप में लाना।

आधुनिक जीवन शैली ने समाज में बहुत परिवर्तन किया है।
परिवर्तन करना, परिवर्तित करना, बदलना

Change the nature, purpose, or function of something.

Convert lead into gold.
Convert hotels into jails.
Convert slaves to laborers.
convert

ଅର୍ଥ : ଗୋଟିଏ ଜିନିଷ ବଦଳରେ ଆଉଗୋଟିଏ ଜିନିଷ ନେବା କିମ୍ବା ଦେବା

ଉଦାହରଣ : ରମା ନିଜର ଫ୍ରିଜ୍ ବଦଳାଇ ଦେଲା

ସମକକ୍ଷ : ବଦଳାଇବା

एक चीज़ आदि के बदले में दूसरी चीज़ आदि लेना या देना।

रमा ने अपनी पुरानी फ्रीज़ बदल दी।
बदल देना, बदलना

Exchange or replace with another, usually of the same kind or category.

Could you convert my dollars into pounds?.
He changed his name.
Convert centimeters into inches.
Convert holdings into shares.
change, commute, convert, exchange