ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବନ୍ଦୋବସ୍ତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବନ୍ଦୋବସ୍ତ   ବିଶେଷ୍ୟ

ଅର୍ଥ : କୌଣସି କାମ ଠିକ ଢଙ୍ଗରେ କିମ୍ବା ଉଚିତ ପ୍ରକାରରେ କରିବା ବା ତାକୁ ପୂରା କରିବାପାଇଁ ଆୟୋଜନ କରିବାର କ୍ରିୟା

ଉଦାହରଣ : ବାହାଘରରେ ଝିଅଘର ବହୁତ ଭଲ ବ୍ୟବସ୍ଥା କରିଥିଲେ

ସମକକ୍ଷ : ବ୍ୟବସ୍ଥା, ଯୋଗାଡ଼

कोई काम ठीक ढंग या उचित प्रकार से करने या उसे पूरा करने के लिए आयोजन करने की क्रिया।

शादी में लड़कीवालों ने बहुत अच्छी व्यवस्था की थी।
अधिनियमय, इंतज़ाम, इंतजाम, इंतिज़ाम, इंतिजाम, इतमाम, इन्तज़ाम, इन्तजाम, इन्तिज़ाम, इन्तिजाम, जुगाड़, जोगाड़, तजवीज, तजवीज़, प्रबंध, प्रबन्ध, बंदोबस्त, बन्दोबस्त, व्यवस्था

The thing arranged or agreed to.

They made arrangements to meet in Chicago.
agreement, arrangement

ଅର୍ଥ : କୌଣସି କାମ ଠିକ ଭାବରେ ସମ୍ପୂର୍ଣ୍ଣ କରିବା ବ୍ୟବସ୍ଥା

ଉଦାହରଣ : ଶ୍ୟାମ ଧର୍ମାନୁଷ୍ଠାନର ସମ୍ପୂର୍ଣ୍ଣ ଯୋଗାଡ଼ କରିଛି

ସମକକ୍ଷ : ଆୟୋଜନ, ପ୍ରବନ୍ଧ, ବ୍ୟବସ୍ଥା, ଯୋଗାଡ଼

आर्थिक, राजनीतिक तथा समाजिक क्षेत्रों में घर-गृहस्थी, निर्माण-शालाओं या संस्थाओं के विभिन्न कार्यों तथा आयोजनों का अच्छी तरह से तथा कुशलतापूर्वक किया जानेवाला संचालन।

धर्मानुष्ठान का सारा प्रबंध श्याम ने किया।
अधीक्षण, प्रबंध, प्रबन्ध

The act of managing something.

He was given overall management of the program.
Is the direction of the economy a function of government?.
direction, management