ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବପନକରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବପନକରିବା   କ୍ରିୟାପଦ

ଅର୍ଥ : ହାତଦ୍ୱାରା ଖେତରେ ମଞ୍ଜିକୁ ଛାଟି ବା ଫିଙ୍ଗି ବୁଣିବା

ଉଦାହରଣ : କୃଷକଟି ଖେତରେ ମଞ୍ଜି ବୁଣୁଛି

ସମକକ୍ଷ : ଛାଟିବା, ବିକ୍ଷିପ୍ତକରିବା, ବୁଣିବା

हाथ द्वारा खेत में बीजों को छितराकर या फेंककर बोना।

किसान खेत में बीज पँवार रहा है।
पँवारना, पवेरना

Sow by scattering.

Scatter seeds.
scatter