ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବର୍ଣ୍ଣସଙ୍କର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବର୍ଣ୍ଣସଙ୍କର   ବିଶେଷ୍ୟ

ଅର୍ଥ : ଯାହାର ଜନ୍ମ ଭିନ୍ନ-ଭିନ୍ନ ବର୍ଣ୍ଣ ବା ଜାତିର ବାପା ଓ ମାଆଙ୍କଠାରୁ ହୋଇଥାଏ

ଉଦାହରଣ : ଆମ ସମାଜରେ ବର୍ଣ୍ଣସଙ୍କରଙ୍କୁ ସହଜରେ ସ୍ୱୀକାର କରାଯାଏ ନାହିଁ

ସମକକ୍ଷ : ଜାରଜ, ସଙ୍କର, ହାରମଜାଦା, ହାରାମୀ

वह जिसकी उत्पत्ति भिन्न-भिन्न वर्णों या जातियों के पिता और माता से हुई हो।

हमारे समाज में संकर आसानी से नहीं स्वीकार किए जाते।
अरजल, अवरूप, दोगला, मूष्यायण, वर्णसंकर, वर्णसङ्कर, संकर, सङ्कर, हरामज़ादा, हरामजादा, हरामी