ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବହିଷ୍କରଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବହିଷ୍କରଣ   ବିଶେଷ୍ୟ

ଅର୍ଥ : ଯେଉଁ ଦଣ୍ଡରେ ଅପରାଧୀକୁ ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ କୌଣସି ଏକ ଅଞ୍ଚଳରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇ ନ ଥାଏ

ଉଦାହରଣ : ଏହି ଫିଲ୍ମରେ ନାୟକକୁ ନିର୍ବାସନ ମିଳିଛି

ସମକକ୍ଷ : ନିର୍ବାସନ, ବିତାଡ଼ନ

एक प्रकार का दंड जिसमें अपराधी को एक निश्चित समय तक एक निश्चित क्षेत्र में प्रवेश की मनाही होती है।

तड़ीपार के सज़ायाफ्ता कैदी पर पुलिस नज़र रखी हुई है।
तड़ीपार

ଅର୍ଥ : କୌଣସି ବିଷୟରେ, କାହା ସହିତ ମତଭେଦ ହେଲାପରେ ବିରୋଧ ବା ଅସନ୍ତୋଷ ପ୍ରକଟ କରିବା ପାଇଁ ତାହାର ତ୍ୟାଗ

ଉଦାହରଣ : ଗାନ୍ଧିଜୀ ବିଦେଶୀ ବସ୍ତୁଗୁଡ଼ିକୁ ବହିଷ୍କାର କରିଥିଲେ

ସମକକ୍ଷ : ବର୍ଜନ, ବହିଷ୍କାର

किसी विषय में किसी से मतभेद होने पर विरोध या असंतोष प्रकट करने के लिए उसका त्याग।

गाँधी ने विदेशी वस्तुओं का बहिष्कार किया था।
बहिष्करण, बहिष्कार

A group's refusal to have commercial dealings with some organization in protest against its policies.

boycott

ଅର୍ଥ : ବାହାର କରିବା ବା ନିକାଲିବା କ୍ରିୟା

ଉଦାହରଣ : ଅନ୍ୟ ଜାତିର ଝିଅକୁ ବିବାହ କରିଥିବା କାରଣର ସମାଜ ରାମୁକୁ ବହିଷ୍କାର କଲା

ସମକକ୍ଷ : ବହିଷ୍କାର

बाहर करने या निकालने की क्रिया।

दूसरी जाति की लड़की से विवाह करने के कारण समाज ने रामू का बहिष्कार किया।
बहिष्करण, बहिष्कार

The act of forcing out someone or something.

The ejection of troublemakers by the police.
The child's expulsion from school.
ejection, exclusion, expulsion, riddance