ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାଉଁଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାଉଁଶ   ବିଶେଷ୍ୟ

ଅର୍ଥ : ଏକ ଲମ୍ବା ଶକ୍ତ ଗଛର କାଣ୍ଡ ଯାହାର ଜାଗା ଜାଗାରେ ଗଣ୍ଠି ଥାଏ ଏବଂ ଯାହା ଛପର କରିବା ଏବଂ ପାଚିଆ ଇତ୍ୟାଦି ବନେଇବା କାମରେ ବ୍ୟବହାର କରାଯାଏ

ଉଦାହରଣ : ସେ ତା ବଗିଚାରେ ବାଉଁଶ ଗଛ ଲଗାଉଛି

ସମକକ୍ଷ : ବେଣୁ

एक लम्बी, दृढ़ वनस्पति जिसके कांडों में जगह-जगह गाँठें होती हैं और जो छाजन, टोकरे आदि बनाने के काम आती है।

उसने अपने बगीचे में बाँस लगा रखा है।
त्वक्सार, पुष्पघातक, बंस, बाँस, यवफल, वंश, वेणु, शतपर्वा, शतफल

Woody tropical grass having hollow woody stems. Mature canes used for construction and furniture.

bamboo

ଅର୍ଥ : ଏକ ପ୍ରକାର ମସୃଣ ପତଳା ବାଉଁଶ

ଉଦାହରଣ : ବାଉଁଶରୁ କାଗଜ ତିଆରି ହୋଇଥାଏ

एक प्रकार का मुलायम पतला बाँस।

बाँसी से काग़ज़ बनाया जाता है।
बाँसी