ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାଟିକା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାଟିକା   ବିଶେଷ୍ୟ

ଅର୍ଥ : କୌଣସି ବଗିଚାରେ ଲଗାଯାଉଥିବା ଫୁଲ,ଫଳ ବା ବନସ୍ପତି

ଉଦାହରଣ : ମାଳୀ ଗୋଟିଏ ନୂଆ ଫୁଲ ବଗିଚା ତିଆରି କରୁଛି

ସମକକ୍ଷ : ଉଦ୍ୟାନ, ଉପବନ, ବଗିଚା

किसी बगीचे में उगाए जानेवाले फूल या फल या वनस्पतियाँ।

माली फूलों का एक नया बगीचा लगा रहा है।
उद्यान, उपवन, बग़ीचा, बगिया, बगीचा, बाग, बाग़, बाग़ीचा, बारी, वाटिका

The flowers or vegetables or fruits or herbs that are cultivated in a garden.

garden

ଅର୍ଥ : ଯେଉଁ ସ୍ଥାନରେ ଫଳ, ଫୁଲପୂର୍ଣ୍ଣ ସୁନ୍ଦର ସୁନ୍ଦର ଛୋଟ, ବଡ଼ ଗଛଆଦି ଲଗାଯାଇଛି

ଉଦାହରଣ : ପିଲାମାନେ ବଗିଚାରୁ ପିଜୁଳି ତୋଳୁଥିଲେ

ସମକକ୍ଷ : ଉଦ୍ୟାନ, ଉପବନ, ବଗିଚା, ବାଡ଼ି

वह स्थान जहाँ फल-फूलदार या सुन्दर पौधों, वृक्षों आदि को लगाया गया हो।

बच्चे बगीचे में अमरूद तोड़ रहे थे।
अपवन, उद्यान, उपवन, पार्क, बग़ीचा, बगिया, बगीचा, बाग, बाग बगीचा, बाग-बगीचा, बाग़, बाग़ीचा, बाड़ी, बारी, वाटिका

A plot of ground where plants are cultivated.

garden