ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାତାବରଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାତାବରଣ   ବିଶେଷ୍ୟ

ଅର୍ଥ : ଯେଉଁ ବାୟୁ ପୃଥିବୀକୁ ଚାରିଆଡ଼ୁ ଘେରିରହିଛି

ଉଦାହରଣ : ଆମକୁ ବାୟୁମଣ୍ଡଳ ଦୂଷିତ ହେବାରୁ ରକ୍ଷା କରିବାକୁ ପଡ଼ିବ

ସମକକ୍ଷ : ବାୟୁମଣ୍ଡଳ

वह हवा जिसने पृथ्वी को चारों ओर से घेरा हुआ है।

हमें वातावरण को दूषित होने से बचाना चाहिए।
अनिल-वाह, अनिलवाह, वातावरण, वायुमंडल, वायुमण्डल

The mass of air surrounding the Earth.

There was great heat as the comet entered the atmosphere.
It was exposed to the air.
air, atmosphere

ଅର୍ଥ : କୌଣସି ଘଟଣା କାର୍ଯ୍ୟ, ଜୀବଆଦିଙ୍କ ଆଖ ପାଖ ବା ଚାରିଦିଗରେ ବାସ୍ତବିକ ବା ତର୍କସଂଗତ ସ୍ଥିତି ବା ଅବସ୍ଥା

ଉଦାହରଣ : ସାମ୍ପ୍ରଦାୟିକ ଦଙ୍ଗା କାରଣରୁ ଏଠାକାର ପରିସ୍ଥିତି ଦିନକୁ ଦିନ ଖରାପ ହୋଇଯାଉଛି

ସମକକ୍ଷ : ପରିବେଶ, ପରିସ୍ଥିତି

किसी घटना, कार्य, जीव आदि के आस-पास या चारों ओर की वास्तविक या तर्कसंगत स्थिति या अवस्था।

साम्प्रदायिक दंगों के कारण यहाँ की परिस्थिति दिन प्रतिदिन बिगड़ती जा रही है।
परिवेश, परिस्थिति, माहौल, वातावरण, हाल, हालत

The state of the environment in which a situation exists.

You can't do that in a university setting.
background, scope, setting