ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାବାଜୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାବାଜୀ   ବିଶେଷ୍ୟ

ଅର୍ଥ : ସାଂସାରିକତାରୁ ଅଲଗାରହି ଧାର୍ମିକ ଜୀବନ ବିତାଉଥିବା ପୁରୁଷ

ଉଦାହରଣ : ସାଧୁର ଜୀବନ ପରୋପକାରରେ ହିଁ ବିତିଥାଏ

ସମକକ୍ଷ : ବାଆଜୀ, ସନ୍ଥ, ସାଧୁ

सांसारिकता से अलग रहकर धार्मिक जीवन बिताने वाला पुरुष।

साधु का जीवन परोपकार में ही व्यतीत होता है।
नीवर, नैकटिक, महात्मा, संत, सन्त, साधु

(Hinduism) an ascetic holy man.

saddhu, sadhu

ଅର୍ଥ : ସନ୍ୟାସ ଆଶ୍ରମରେ ରହୁଥିବା ତଥା ତାଙ୍କର ନିୟମ ପାଳନ କରୁଥିବା ବ୍ୟକ୍ତି

ଉଦାହରଣ : ଚିତ୍ରକୂଟରେ ଜଣେ ବଡ଼ ସନ୍ୟାସୀଙ୍କ ସହିତ ମୋର ସାକ୍ଷାତ ହେଲା

ସମକକ୍ଷ : ବ୍ରହ୍ମଚାରୀ, ସନ୍ୟାସୀ

संन्यास आश्रम में रहने वाला तथा उसके नियमों का पालन करने वाला व्यक्ति।

चित्रकूट में मेरी मुलाक़ात एक बहुत बड़े संन्यासी से हुई।
अवधू, अवधूत, परिव्राज, परिव्राजक, संन्यासी, सन्नासी

A male religious living in a cloister and devoting himself to contemplation and prayer and work.

monastic, monk