ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାଳୁଙ୍ଗା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାଳୁଙ୍ଗା   ବିଶେଷ୍ୟ

ଅର୍ଥ : ବିଲରେ ଉଠୁଥିବା ଏକ ପ୍ରକାର ଘାସ

ଉଦାହରଣ : ଅତ୍ୟଧିକ ବାଳୁଙ୍ଗା ହେବା ଯୋଗୁଁ ଧାନ ଫସଲ ଦବି ଯାଇଛି

खेत में उगनेवाली एक प्रकार की घास।

अत्यधिक डौंरा होने के कारण धान की फसल दब गई है।
डौंरा

ବାଳୁଙ୍ଗା   ବିଶେଷଣ

ଅର୍ଥ : ଯେ ସ୍ଥିର ରହିନପାରି ଚଞ୍ଚଳଭାବେ କାମ କରେ ବା ଚଞ୍ଚଳ ଚିତ୍ତ ବାଲା

ଉଦାହରଣ : ମୋହନ ଜଣେ ଧୈର୍ଯ୍ୟହୀନ ବାଳକ, ସେ ଶାନ୍ତିରେ ଗୋଟିଏ ସ୍ଥାନରେ ବସିପାରେ ନାହିଁ

ସମକକ୍ଷ : ଅଧୀର, ଅଧୈର୍ଯ୍ୟବାନ, ଅନବସ୍ଥିତ, ଚଞ୍ଚଳ, ଚପଳ, ଧୈର୍ଯ୍ୟହୀନ

जो स्थिर न रहते हुए चंचलतापूर्ण काम करे या चंचल चित्त वाला।

मोहन एक चंचल लड़का है,वह शांतिपूर्वक एक जगह बैठ ही नहीं सकता।
अधीर, अधैर्यवान, अधैर्यवान्, अनवस्थ, अनवस्थित, अनियतात्मा, असंस्थित, चंचल, चटकारा, चटखारा, चपल, चिबिल्ला, चिलबिला, चुलबुला, नटखट, विलोल, शोख, शोख़