ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାସିନ୍ଦା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାସିନ୍ଦା   ବିଶେଷ୍ୟ

ଅର୍ଥ : କୌଣସି ଜାଗାରେ ରହୁଥିବା ବା ବାସ କରୁଥିବା ବ୍ୟକ୍ତି

ଉଦାହରଣ : ଏଠାକାର ସମସ୍ତ ବାସିନ୍ଦାଙ୍କୁ ଜଣାଇ ଦିଆ‌ଯାଉଛି କି ସେମାନେ କୌଣସି ଅପରିଚିତ ବ୍ୟକ୍ତିଙ୍କୁ ନିଜ ଘରେ ଶରଣ ଦିଅନ୍ତୁନାହିଁ

ସମକକ୍ଷ : ଆବାସୀ, ନିବାସୀ

किसी जगह पर रहने या बसने वाला व्यक्ति।

यहाँ के सभी निवासियों से अपील की जाती है कि आप किसी भी अपरिचित व्यक्ति को अपने घर में शरण न दें।
अधिवासी, अवसायी, आवासी, निवासी, बाशिंदा, बाशिन्दा, रहनेवाला, रहवासी, वाशिन्दा, वासी

A person who inhabits a particular place.

denizen, dweller, habitant, indweller, inhabitant

ଅର୍ଥ : କୌଣସି ସ୍ଥାନରେ ରହୁଥିବା ବା ବସବାସ କରୁଥିବା ଜୀବ

ଉଦାହରଣ : ଜଙ୍ଗଲ କାଟିବାରୁ ଜଙ୍ଗଲର ଅଧିବାସୀମାନଙ୍କ ସଂଖ୍ୟା କମିବାରେ ଲାଗିଛି

ସମକକ୍ଷ : ଅଧିବାସୀ, ନିବାସୀ

किसी जगह पर रहने या बसने वाला जीव।

जंगल के कटने से जंगल के निवासियों की संख्या घटती जा रही है।
अधिवासी, अवसायी, आवासी, निवासी, बाशिंदा, बाशिन्दा, रहवासी, वाशिन्दा, वासी

A plant or animal naturalized in a region.

Denizens of field and forest.
Denizens of the deep.
denizen